ଗୀତସଂହିତା 22:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। Gade chapit laଓଡିଆ ବାଇବେଲ26 ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। Gade chapit laପବିତ୍ର ବାଇବଲ26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର। ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ। Gade chapit la |