ଗୀତସଂହିତା 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Gade chapit laଓଡିଆ ବାଇବେଲ4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Gade chapit laପବିତ୍ର ବାଇବଲ4 ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ୱାସ କରିଥିଲେ। ହଁ ସେମାନେ ତୁମ୍ଭକୁ ବିଶ୍ୱାସ କରୁଥିଲେ। ହେ ପରମେଶ୍ୱର, ତୁମ୍ଭେ ହିଁ ସେମାନଙ୍କୁ ଉଦ୍ଧାର କରିଅଛ। Gade chapit la |
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା