ଗୀତସଂହିତା 22:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ଵାସ କଲେ, ଆଉ ଲଜ୍ଜିତ ନୋହିଲେ। Gade chapit laଓଡିଆ ବାଇବେଲ5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। Gade chapit laପବିତ୍ର ବାଇବଲ5 ହେ ପରମେଶ୍ୱର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲେ ଏବଂ ସେମାନେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ। ସେମାନେ ତୁମ୍ଭଙ୍କୁ ବିଶ୍ୱାସ କରିଥିବାରୁ ସେମାନେ ନିରାଶ ହେଲେ ନାହିଁ। Gade chapit la |
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।