ଗୀତସଂହିତା 22:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। Gade chapit laପବିତ୍ର ବାଇବଲ (Re-edited) - (BSI)6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। Gade chapit laଓଡିଆ ବାଇବେଲ6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। Gade chapit laପବିତ୍ର ବାଇବଲ6 କିନ୍ତୁ ମୁଁ ଗୋଟିଏ କୀଟ, ବ୍ୟକ୍ତି ନୁହେଁ, ଲୋକମାନେ ମୋ’ ପାଇଁ ଲଜ୍ଜିତ ହୁଅନ୍ତି ଓ ମୋତେ ଅବଜ୍ଞା କରନ୍ତି। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”