ଗୀତସଂହିତା 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। Gade chapit laଓଡିଆ ବାଇବେଲ1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। Gade chapit laପବିତ୍ର ବାଇବଲ1 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।