ଗୀତସଂହିତା 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। Gade chapit laଓଡିଆ ବାଇବେଲ9 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। Gade chapit laପବିତ୍ର ବାଇବଲ9 ହେ ଫାଟକ ସବୁ ଖୋଲି ଯାଅ। ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ। Gade chapit la |