Biblia Todo Logo
Bib sou entènèt

- Piblisite -




ଗୀତସଂହିତା 26:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ତଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।

Gade chapit la Kopi

ଓଡିଆ ବାଇବେଲ

12 ମୋ’ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।

Gade chapit la Kopi

ପବିତ୍ର ବାଇବଲ

12 ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି। ମୁଁ ସେହି ସଭାକକ୍ଷର ଲୋକମାନଙ୍କ ସହିତ ସ୍ୱର ମିଳାଇ ତୁମ୍ଭର ପ୍ରଶଂସା କରିବି।

Gade chapit la Kopi




ଗୀତସଂହିତା 26:12
11 Referans Kwoze  

ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।


ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।


ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।


ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।


ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”


ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।


ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।


ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।


କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।


Swiv nou:

Piblisite


Piblisite