Biblia Todo Logo
Bib sou entènèt

- Piblisite -




ଗୀତସଂହିତା 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ସେହି କୁକର୍ମୀମାନଙ୍କୁ ଘୃଣା କରେ। ମୁଁ ସେହି ଦୁଷ୍ଟମାନଙ୍କ ସଙ୍ଗରେ କେବେହେଲେ ହାତ ମିଳାଏ ନାହିଁ।

Gade chapit la Kopi




ଗୀତସଂହିତା 26:5
6 Referans Kwoze  

ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।


ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,


Swiv nou:

Piblisite


Piblisite