ଗୀତସଂହିତା 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ଵାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି। Gade chapit laଓଡିଆ ବାଇବେଲ12 ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି। Gade chapit laପବିତ୍ର ବାଇବଲ12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି। ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି। ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି। Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’