ଗୀତସଂହିତା 27:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। Gade chapit laଓଡିଆ ବାଇବେଲ5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। Gade chapit laପବିତ୍ର ବାଇବଲ5 ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ। ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ। ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ। Gade chapit la |