Biblia Todo Logo
Bib sou entènèt

- Piblisite -




ଗୀତସଂହିତା 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।

Gade chapit la Kopi

ଓଡିଆ ବାଇବେଲ

7 ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।

Gade chapit la Kopi

ପବିତ୍ର ବାଇବଲ

7 ହେ ସଦାପ୍ରଭୁ, ମୋର ଡାକ ଶୁଣ। ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।

Gade chapit la Kopi




ଗୀତସଂହିତା 27:7
8 Referans Kwoze  

ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;


ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ।


ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।


ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।


ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;


କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।


Swiv nou:

Piblisite


Piblisite