Biblia Todo Logo
Bib sou entènèt

- Piblisite -




ଗୀତସଂହିତା 29:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।

Gade chapit la Kopi

ଓଡିଆ ବାଇବେଲ

1 ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।

Gade chapit la Kopi

ପବିତ୍ର ବାଇବଲ

1 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 29:1
9 Referans Kwoze  

କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।


ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।


ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?


Swiv nou:

Piblisite


Piblisite