Biblia Todo Logo
Bib sou entènèt

- Piblisite -




ଗୀତସଂହିତା 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକ ଅନେକ।

Gade chapit la Kopi

ପବିତ୍ର ବାଇବଲ

1 “ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।

Gade chapit la Kopi




ଗୀତସଂହିତା 3:1
7 Referans Kwoze  

ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।


ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।


ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।


ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।


ପୁଣି ଏସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite