Biblia Todo Logo
Bib sou entènèt

- Piblisite -




ଗୀତସଂହିତା 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା

Gade chapit la Kopi

ଓଡିଆ ବାଇବେଲ

2 ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ।” [ସେଲା]

Gade chapit la Kopi

ପବିତ୍ର ବାଇବଲ

2 ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା

Gade chapit la Kopi




ଗୀତସଂହିତା 3:2
14 Referans Kwoze  

ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।


ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”


ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?


ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,


ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]


ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା।


ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା। ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।


ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।


ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା]


ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]


ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;


Swiv nou:

Piblisite


Piblisite