ଗୀତସଂହିତା 30:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; Gade chapit laପବିତ୍ର ବାଇବଲ (Re-edited) - (BSI)11 ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, Gade chapit laଓଡିଆ ବାଇବେଲ11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; Gade chapit laପବିତ୍ର ବାଇବଲ11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ତୁମ୍ଭେ ମୋତେ ସାହାଯ୍ୟ କଲ। ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ। ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ। Gade chapit la |