ଗୀତସଂହିତା 32:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର। Gade chapit laଓଡିଆ ବାଇବେଲ11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର। Gade chapit laପବିତ୍ର ବାଇବଲ11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ। Gade chapit la |