Biblia Todo Logo
Bib sou entènèt

- Piblisite -




ଗୀତସଂହିତା 32:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

2 ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ, ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।

Gade chapit la Kopi




ଗୀତସଂହିତା 32:2
7 Referans Kwoze  

ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।


ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;


Swiv nou:

Piblisite


Piblisite