ଗୀତସଂହିତା 32:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା] Gade chapit laପବିତ୍ର ବାଇବଲ (Re-edited) - (BSI)5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା Gade chapit laଓଡିଆ ବାଇବେଲ5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା] Gade chapit laପବିତ୍ର ବାଇବଲ5 କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି। ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା Gade chapit la |