Biblia Todo Logo
Bib sou entènèt

- Piblisite -




ଗୀତସଂହିତା 32:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର। କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”

Gade chapit la Kopi




ଗୀତସଂହିତା 32:9
9 Referans Kwoze  

ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।


ଦେଖ, ଆମ୍ଭେମାନେ ଅଶ୍ୱମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ, ତଦ୍ୱାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ।


ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।


କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।


ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ?


Swiv nou:

Piblisite


Piblisite