Biblia Todo Logo
Bib sou entènèt

- Piblisite -




ଗୀତସଂହିତା 33:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।

Gade chapit la Kopi

ଓଡିଆ ବାଇବେଲ

1 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।

Gade chapit la Kopi

ପବିତ୍ର ବାଇବଲ

1 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।

Gade chapit la Kopi




ଗୀତସଂହିତା 33:1
12 Referans Kwoze  

ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ।


ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ।


ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।


ଯେପରି ଲେଖାଅଛି, “ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,


କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।


Swiv nou:

Piblisite


Piblisite