Biblia Todo Logo
Bib sou entènèt

- Piblisite -




ଗୀତସଂହିତା 33:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା- ମାତ୍ରେ ସ୍ଥିତି ହେଲା।

Gade chapit la Kopi

ଓଡିଆ ବାଇବେଲ

9 ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।

Gade chapit la Kopi

ପବିତ୍ର ବାଇବଲ

9 କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।

Gade chapit la Kopi




ଗୀତସଂହିତା 33:9
11 Referans Kwoze  

ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।


ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।


“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”


ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।


ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।


ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?


Swiv nou:

Piblisite


Piblisite