ଗୀତସଂହିତା 34:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। Gade chapit laଓଡିଆ ବାଇବେଲ5 ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। Gade chapit laପବିତ୍ର ବାଇବଲ5 ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ। ଏଥିରେ ଲଜ୍ଜିତ ହେବାର କିଛି ନାହିଁ। Gade chapit la |