Biblia Todo Logo
Bib sou entènèt

- Piblisite -




ଗୀତସଂହିତା 36:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।

Gade chapit la Kopi

ଓଡିଆ ବାଇବେଲ

10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।

Gade chapit la Kopi

ପବିତ୍ର ବାଇବଲ

10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।

Gade chapit la Kopi




ଗୀତସଂହିତା 36:10
17 Referans Kwoze  

ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।


ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।


ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?


ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।


“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,


ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।


Swiv nou:

Piblisite


Piblisite