Biblia Todo Logo
Bib sou entènèt

- Piblisite -




ଗୀତସଂହିତା 36:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅହଂକାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।

Gade chapit la Kopi

ଓଡିଆ ବାଇବେଲ

11 ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।

Gade chapit la Kopi

ପବିତ୍ର ବାଇବଲ

11 ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମୋତେ ଯେମିତି ଯନ୍ତାରେ ନ ପକାନ୍ତି। ମୁଁ ଯେମିତି ଦୁଷ୍ଟ ଲୋକମାନଙ୍କ ଦ୍ୱାରା ଧରା ନ ଯାଏ।

Gade chapit la Kopi




ଗୀତସଂହିତା 36:11
16 Referans Kwoze  

ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।


ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।


ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି।


ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।


ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।


ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ।


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।”


କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।


Swiv nou:

Piblisite


Piblisite