Biblia Todo Logo
Bib sou entènèt

- Piblisite -




ଗୀତସଂହିତା 38:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭ କୋପ ସକାଶୁ ମୋʼ ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ ମୋତେ ଦଣ୍ଡ ଦେଲ। ବର୍ତ୍ତମାନ ମୋର ସମସ୍ତ ଶରୀର କମ୍ପୁଅଛି। ମୋର ପାପ ଲାଗି ତୁମ୍ଭେ ମୋତେ ଦଣ୍ଡ ଦେଲ, ତେଣୁ ମୋର ଅସ୍ଥିରେ କିଛି ଆରାମ ନାହିଁ।

Gade chapit la Kopi




ଗୀତସଂହିତା 38:3
13 Referans Kwoze  

ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।


ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।


ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।


କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।


ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।


କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।


କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା]


Swiv nou:

Piblisite


Piblisite