Biblia Todo Logo
Bib sou entènèt

- Piblisite -




ଗୀତସଂହିତା 38:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

5 ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ଏକ ମୂର୍ଖାମୀ କାର୍ଯ୍ୟ କରିଛି। ମୋର ଅଜ୍ଞାନତା ଯୋଗୁଁ ମୋର କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହୋଇଛି।

Gade chapit la Kopi




ଗୀତସଂହିତା 38:5
8 Referans Kwoze  

ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ?


ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।


କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।


ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।


“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।


ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।


ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।


Swiv nou:

Piblisite


Piblisite