Biblia Todo Logo
Bib sou entènèt

- Piblisite -




ଗୀତସଂହିତା 38:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ମୋʼ କଟିଦେଶ ଜ୍ଵାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ମୋର ଶରୀର ଜ୍ୱାଳାରେ ପରିପୂର୍ଣ୍ଣ ଥିଲା। ମୋର ସମସ୍ତ ଶରୀର ଯନ୍ତ୍ରଣାରେ ଛଟପଟ ହେଉଥିଲା।

Gade chapit la Kopi




ଗୀତସଂହିତା 38:7
7 Referans Kwoze  

ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


କାରଣ ମୋʼ ବଞ୍ଚିବାର ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।


ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।


ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ।


ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ।


ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”


Swiv nou:

Piblisite


Piblisite