Biblia Todo Logo
Bib sou entènèt

- Piblisite -




ଗୀତସଂହିତା 38:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

9 ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

9 ହେ ମୋର ପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନା ଶୁଣିଲ। ତୁମ୍ଭେ ମୋର ଆର୍ତ୍ତନାଦ ଶୁଣିଲ।

Gade chapit la Kopi




ଗୀତସଂହିତା 38:9
8 Referans Kwoze  

ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;


ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।


ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;


ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”


ମୋହର ହାହାକାର ଶବ୍ଦ ସକାଶୁ ମୋʼ ଅସ୍ଥିସବୁ ମୋʼ ମାଂସରେ ଲାଗି ରହେ।


ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;


Swiv nou:

Piblisite


Piblisite