ଗୀତସଂହିତା 39:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। Gade chapit laଓଡିଆ ବାଇବେଲ8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। Gade chapit laପବିତ୍ର ବାଇବଲ8 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର। ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ। Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”