ଗୀତସଂହିତା 40:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଙ୍କଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ। Gade chapit laଓଡିଆ ବାଇବେଲ5 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ। Gade chapit laପବିତ୍ର ବାଇବଲ5 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ଅନେକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛ। ତୁମ୍ଭେ ଆମ୍ଭମାନଙ୍କ ପାଇଁ ଅନେକ ଆଶ୍ଚର୍ଯ୍ୟ ଯୋଜନାମାନ ରଖିଛ। କୌଣସି ବ୍ୟକ୍ତି ତାହା କେବେ ଗଣି ପାରିବ ନାହିଁ। ମୁଁ ବାରମ୍ବାର ସେହିସବୁ କଥା କହିବି ଯାହାକୁ ଗଣିବା ଅସମ୍ଭବ। Gade chapit la |