Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।

Gade chapit la Kopi




ଗୀତସଂହିତା 41:10
13 Referans Kwoze  

କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’”


ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।


ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।


ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।


ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ ଓ ମୋହର ଆତ୍ମୀୟ ଯେ ତୁମ୍ଭେ, ତୁମ୍ଭେ ତାହା କଲ।


ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ, ଜନତା ସଙ୍ଗେ ପରମେଶ୍ୱରଙ୍କ ଗୃହରେ ଗମନାଗମନ କଲୁ।


କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”


ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।


Swiv nou:

Piblisite


Piblisite