Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।

Gade chapit la Kopi

ଓଡିଆ ବାଇବେଲ

4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର; ମୋ’ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”

Gade chapit la Kopi

ପବିତ୍ର ବାଇବଲ

4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ! ମୋ’ ପ୍ରାଣକୁ ସୁସ୍ଥ କର।”

Gade chapit la Kopi




ଗୀତସଂହିତା 41:4
8 Referans Kwoze  

ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;


ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


Swiv nou:

Piblisite


Piblisite