Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?

Gade chapit la Kopi

ଓଡିଆ ବାଇବେଲ

5 ମୋହର ଶତ୍ରୁଗଣ ମୋ’ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ ?

Gade chapit la Kopi

ପବିତ୍ର ବାଇବଲ

5 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”

Gade chapit la Kopi




ଗୀତସଂହିତା 41:5
13 Referans Kwoze  

ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।


ମୋʼ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋʼ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋʼ ନାମ ନେଇ ଅଭିଶାପ ଦିଅନ୍ତି।


ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।


ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତକାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?


ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।


କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।


ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।


ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।


ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି।


ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।


ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।


ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।


Swiv nou:

Piblisite


Piblisite