ଗୀତସଂହିତା 42:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି। Gade chapit laଓଡିଆ ବାଇବେଲ11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି। Gade chapit laପବିତ୍ର ବାଇବଲ11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମୋତେ ଉଦ୍ଧାର କରିବେ। Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”