ଗୀତସଂହିତା 42:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି? Gade chapit laଓଡିଆ ବାଇବେଲ3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” Gade chapit laପବିତ୍ର ବାଇବଲ3 ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି। ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି? ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?” ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ। Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”