Biblia Todo Logo
Bib sou entènèt

- Piblisite -




ଗୀତସଂହିତା 42:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ଆପଣା ଶୈଳ ସ୍ଵରୂପ ପରମେଶ୍ଵରଙ୍କୁ କହିବି, ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?

Gade chapit la Kopi

ଓଡିଆ ବାଇବେଲ

9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?”

Gade chapit la Kopi

ପବିତ୍ର ବାଇବଲ

9 ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର। ମୁଁ କହେ, “ହେ ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ? କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”

Gade chapit la Kopi




ଗୀତସଂହିତା 42:9
19 Referans Kwoze  

ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।


କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?


ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।


“ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ,” ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା କହୁଅଛ?


କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।


“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।


ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।


ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?” [ସେଲା]


କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ କରନ୍ତି ଓ କ୍ରୋଧରେ ମୋତେ ଘୃଣା କରନ୍ତି।


ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?


ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।


Swiv nou:

Piblisite


Piblisite