Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ପରମେଶ୍ଵର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

1 ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ। ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।

Gade chapit la Kopi




ଗୀତସଂହିତା 44:1
16 Referans Kwoze  

ଏଥିରେ ଗିଦିୟୋନ୍‍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।


“ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,


ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପିଢ଼ିଙ୍କୁ ଜଣାଉନ୍ତୁ।


ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।


ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।


ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।


ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


Swiv nou:

Piblisite


Piblisite