ଗୀତସଂହିତା 44:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଟ କରୁଅଛନ୍ତି। Gade chapit laଓଡିଆ ବାଇବେଲ10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି। Gade chapit laପବିତ୍ର ବାଇବଲ10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ। ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ। Gade chapit la |
ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’