ଗୀତସଂହିତା 44:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ସେମାନେ ନିଜ ଖଡ଼୍ଗ ଦ୍ଵାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ ଓ ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା। Gade chapit laଓଡିଆ ବାଇବେଲ3 କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା। Gade chapit laପବିତ୍ର ବାଇବଲ3 ଆମ୍ଭର ପିତୃପୁରୁଷଙ୍କ ଖଡ଼୍ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ। ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ। ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ। ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା। କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ। Gade chapit la |
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।