Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭେମାନେ ଦିନଯାକ ପରମେଶ୍ଵରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା

Gade chapit la Kopi

ଓଡିଆ ବାଇବେଲ

8 ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା]

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ। ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ। ସେଲା

Gade chapit la Kopi




ଗୀତସଂହିତା 44:8
8 Referans Kwoze  

ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।


ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।


କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ,


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।”


ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।


ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ ଓ ସେମାନଙ୍କ ଶତ୍ରୁର ହସ୍ତରୁ ସେ ସେମାନଙ୍କୁ ମୁକ୍ତ କଲେ।


Swiv nou:

Piblisite


Piblisite