Biblia Todo Logo
Bib sou entènèt

- Piblisite -




ଗୀତସଂହିତା 45:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ଵା ଶୀଘ୍ର ଲେଖକର ଲେଖନୀ ସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

1 ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

1 ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ, ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ। ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ, ନିପୁଣ ଲେଖକର କଲମରୁ ଆସିଲା ପରି।

Gade chapit la Kopi




ଗୀତସଂହିତା 45:1
23 Referans Kwoze  

ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।


ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ।


ମୋʼ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ୱାରେ ଥିଲା।


ଜ୍ଞାନବାନ‍ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।


କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।


ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;


ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।


ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ।


ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।


ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।


ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।


Swiv nou:

Piblisite


Piblisite