ଗୀତସଂହିତା 45:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। Gade chapit laଓଡିଆ ବାଇବେଲ4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। Gade chapit laପବିତ୍ର ବାଇବଲ4 ତୁମ୍ଭେ ଆଶ୍ଚର୍ଯ୍ୟ ଦିଶୁଛ। ଯାଅ ନ୍ୟାୟ ଓ ଧର୍ମପାଇଁ ଯୁଦ୍ଧରେ ବିଜୟୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୂତ କାର୍ଯ୍ୟ କରିବାକୁ ପ୍ରଶିକ୍ଷିତ। Gade chapit la |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।