Biblia Todo Logo
Bib sou entènèt

- Piblisite -




ଗୀତସଂହିତା 46:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।

Gade chapit la Kopi

ଓଡିଆ ବାଇବେଲ

1 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ। ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।

Gade chapit la Kopi




ଗୀତସଂହିତା 46:1
22 Referans Kwoze  

ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।


ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;


ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।


ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?


ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।


ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।


“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!


ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।


ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।


ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।


ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।


ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍‍, ଯିହୀୟେଲ, ଉନ୍ନି, ଇଲୀୟାବ୍‍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍‍ ସ୍ୱର ବଜାଇବା ପାଇଁ;


ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।


Swiv nou:

Piblisite


Piblisite