ଗୀତସଂହିତା 46:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। Gade chapit laଓଡିଆ ବାଇବେଲ10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। Gade chapit laପବିତ୍ର ବାଇବଲ10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର। ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।” Gade chapit la |
ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।