Biblia Todo Logo
Bib sou entènèt

- Piblisite -




ଗୀତସଂହିତା 46:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।

Gade chapit la Kopi

ଓଡିଆ ବାଇବେଲ

9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ। ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।

Gade chapit la Kopi




ଗୀତସଂହିତା 46:9
13 Referans Kwoze  

ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;


ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।


ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।


ବୀରମାନଙ୍କର ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।


ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।


ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା।


ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।”


ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।


ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।


Swiv nou:

Piblisite


Piblisite