Biblia Todo Logo
Bib sou entènèt

- Piblisite -




ଗୀତସଂହିତା 47:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।

Gade chapit la Kopi

ଓଡିଆ ବାଇବେଲ

7 କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।

Gade chapit la Kopi

ପବିତ୍ର ବାଇବଲ

7 ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତେଣୁ ତାଙ୍କର ମହିମା ଗାନ କର।

Gade chapit la Kopi




ଗୀତସଂହିତା 47:7
7 Referans Kwoze  

ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।


କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।


Swiv nou:

Piblisite


Piblisite