ଗୀତସଂହିତା 47:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଅବ୍ରହାମର ପରମେଶ୍ଵରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ଵରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି। Gade chapit laଓଡିଆ ବାଇବେଲ9 ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି। Gade chapit laପବିତ୍ର ବାଇବଲ9 ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି। ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ। ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’