Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।

Gade chapit la Kopi

ଓଡିଆ ବାଇବେଲ

14 କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।

Gade chapit la Kopi

ପବିତ୍ର ବାଇବଲ

14 ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।

Gade chapit la Kopi




ଗୀତସଂହିତା 48:14
13 Referans Kwoze  

ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।


ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।


କିନ୍ତୁ ସେ, ଅର୍ଥାତ୍‍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।


ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।


ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।


ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”


ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।”


ମୁଁ ଧାର୍ମିକତାର ମାର୍ଗରେ, ବିଚାରର ପଥ ମଧ୍ୟରେ ଗମନ କରେ,


ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି।


ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେକାଳ ବିଳମ୍ବ କରି ଅବସ୍ଥିତି କଲା, ସେତେକାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।


ପୁଣି ତୁମ୍ଭେ ଅନନ୍ତକାଳଯାଏ ଆପଣା ଉଦ୍ଦେଶ୍ୟରେ ଏକ ଲୋକ କରିବା ନିମନ୍ତେ ଆପଣା ଲୋକ ଇସ୍ରାଏଲକୁ ଆପଣା ପାଇଁ ସ୍ଥାୟୀ କରିଅଛ। ଆଉ ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।


ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


Swiv nou:

Piblisite


Piblisite