Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;

Gade chapit la Kopi

ଓଡିଆ ବାଇବେଲ

5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍‍ବିଗ୍ନ ହୋଇ ଶୀଘ୍ର ପଳାଇଲେ;

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ସେହି ରାଜାମାନେ ସେଠାରେ ଯାହା ଦେଖିଲେ ସେଥିରେ ସେମାନେ ଆଶ୍ଚର୍ଯ୍ୟ ହେଲେ। ସେମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା ଓ ସେମାନେ ଦୌଡ଼ି ପଳାଇ ଗଲେ।

Gade chapit la Kopi




ଗୀତସଂହିତା 48:5
5 Referans Kwoze  

ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”


ପୁଣି ଏସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।


ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,


Swiv nou:

Piblisite


Piblisite