Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ଵାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ।

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।

Gade chapit la Kopi

ପବିତ୍ର ବାଇବଲ

7 ହେ ପରମେଶ୍ୱର, ତୁମ୍ଭ ନିର୍ଦ୍ଦେଶରେ ପୂର୍ବଦିଗରୁ ପ୍ରବଳ ଝଡ଼ ମାଡ଼ି ଆସି ସେମାନଙ୍କ ବୃହତ୍ ଜାହାଜ ସବୁକୁ ଭାଙ୍ଗି ପକାଇଲା।

Gade chapit la Kopi




ଗୀତସଂହିତା 48:7
7 Referans Kwoze  

ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।”


ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।


ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।


କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।


ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।


ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


Swiv nou:

Piblisite


Piblisite